ରାଜଧାନୀ ଭୁବନେଶ୍ୱରରେ ଆସନ୍ତା ଫେବୃଆରୀ ୩ରୁ ଫେବ୍ରୁଆରୀ ୯ ତାରିଖ ପର୍ଯ୍ୟନ୍ତ ଏହି ଉତ୍ସବ ପାଳନ ହେବ। ବୁଧବାର ଲୋକସେବା ଭବନରେ ସମ୍ମିଳନୀ କକ୍ଷରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏକାମ୍ର ଉତ୍ସବ ସମ୍ପର୍କରେ ସୂଚନା ପ୍ରଦାନ କରାଯାଇଛି। ଏହି ସମ୍ମିଳନୀରେ ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ୍ (ବିଏମସି) ର ମେୟର ସୁଲୋଚନା ଦାସ, ବିଡିଏ ଉପାଧ୍ୟକ୍ଷ ବଲୱନ୍ତ ସିଂ, ଏକାମ୍ର ଉତ୍ସବ ସ୍ପେଶାଲ ଡ୍ୟୁଟିରେ ମତ୍ସ୍ୟ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ସିଦ୍ଦିକ ଆଲାମ, ବିଏମସି କମିଶନର ବିଜୟ ଅମୃତା କୁଲାଙ୍ଗେ, ବିଡିଏ ସଚିବ କବିନ୍ଦ୍ର କୁମାର ସାହୁ ପ୍ରମୁଖ ଉପସ୍ଥିତି ଥିଲେ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post