୧୦ ମାଓବାଦୀଙ୍କ ମୃତଦେହ ଉଦ୍ଧାର

ମାଲକାନଗିରି ସୀମାନ୍ତ ଛତିଶଗଡ଼ର ଗରିଆବନ୍ଧ ଜିଲ୍ଲାରେ ପୁଲିସ ଏବଂ ମାଓବାଦୀ ମଧ୍ୟରେ ଗତକାଲି ଗୁଳିବିନିମୟ ହୋଇଥିଲା। ଏହି ଗୁଳିବିନିମୟରେ ୨ ଜଣ ନକ୍ସଲ ମୃତ୍ୟୁବରଣ କରିଥିଲେ। ଆଜି ଘଟଣାସ୍ଥଳରେ ସର୍ଚ୍ଚ ଅପେରେସନ କରୁଥିବା ବେଳେ ୧୦ ନକ୍ସଲଙ୍କ ମୃତଦେହ ଜବତ କରିଛି।