ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ମତଦାନ । ଘଣ୍ଟା ଘଣ୍ଟା ଧରି ଲମ୍ବା ଲାଇନରେ ଛିଡା ହୋଇ ମତଦାନ କରୁଛନ୍ତିି ଭୋଟର । ପ୍ରବଳ ଖରା, ଗୁଳୁଗୁଳି ସତ୍ତେ୍ୱ ମଧ୍ୟ ଉତ୍ସାହର ସହ ଭୋଟ ଦେଉଛନ୍ତି ଭୋଟର । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା ଅନୁଯାୟୀ, ସକାଳ ୧୧ଟା ସୁଦ୍ଧା ୨୧.୩୨% ମତଦାନ ହୋଇଛି ।ଜିଲ୍ଲାୱାରୀ ଭୋଟ ପ୍ରତିଶତକୁ ଦେଖିଲେ ଦେବଗଡରେ ଏବେ ସୁଦ୍ଧା ସର୍ବାଧିକ ମତଦାନ ହୋଇଛି । ଦେବଗଡରେ ସର୍ବାଧିକ ୨୪% ମତଦାନ ହୋଇଛି । ସେହିଭଳି ଢେଙ୍କାନାଳରେ ୨୦.୯୨%, କେଉଁଝରରେ ୨୦.୮୪%, ଖୋର୍ଦ୍ଧାରେ ୨୧.୬୧%, ମୟୂରଭଞ୍ଜରେ ୨୧.୨୪%, ନୟାଗଡରେ ୧୯.୩୦%, ପୁରୀରେ ୨୧.୬୪%, ସମ୍ବଲପୁରରେ ୨୨.୪୯% ମତଦାନ ହୋଇଛି । ସେହିଭଳି ବିଧାନସଭା ସ୍ତରରେ ପାଲଲହଡାରେ ସର୍ବାଧିକ ୩୬.୩୪% ମତଦାନ ହୋଇଛି ।
Trending
- ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର