ଦିଲ୍ଲୀ ଗସ୍ତରେ ଯିବେ ୨୬ ଜଣ ବିଧାୟକ । ଓଡ଼ିଶା ବିଧାନସଭା ପକ୍ଷରୁ ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଅଭିନନ୍ଦନ ଜଣାଇବାକୁ ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ନେତୃତ୍ୱରେ ୨୬ ଜଣ ବିଧାୟକ ଦିଲ୍ଲୀ ଗସ୍ତରେ ଯିବେ । ୩ ତାରିଖରେ ରାଷ୍ଟ୍ରପତିଙ୍କୁ ଭେଟି ୪ ତାରିଖରେ ଭୁବନେଶ୍ୱର ଫେରିଆସିବାର କାର୍ଯ୍ୟକ୍ରମ ରହିଛି । ବିଜେଡିର ୧୫ ଜଣ ବିଧାୟକ, କଂଗ୍ରେସର ୩, ବିଜେପିର ୬ ଏବଂ ସିପିଆଇର ଜଣେ ବିଧାୟକ ଏହି ଗସ୍ତରେ ସାମିଲ ହେବେ ।ବିଧାନସଭା ସଚିବାଳୟ ପକ୍ଷରୁ ବିଧାୟକମାନଙ୍କର ଗସ୍ତ ଖର୍ଚ୍ଚ ବହନ କରାଯିବ । ଗତକାଲି ଠାରୁ ଶେଷ ହୋଇଛି ବିଧାନସଭାର ବଜେଟ୍ ଅଧିବେସନ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Next Post