ସିସୋର ଚିଟଫଣ୍ଡ ଠକେଇ ମାମଲାରେ ପ୍ରଭାତ ବିଶ୍ୱାଳଙ୍କ ନାଁରେ ସପ୍ଲିମେଣ୍ଟାରୀ ଚାର୍ଜସିଟ୍ ଦାଖଲ ହୋଇଛି । ଭୁବନେଶ୍ୱର ପିଏମଏଲଏ କୋର୍ଟରେ ଚାର୍ଜସିଟ ଦାଖଲ ହୋଇଛି । କଟକ-ଚୌଦ୍ୱାର ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳଙ୍କ ବିରୋଧରେ ସପ୍ଲିମେଣ୍ଟାରୀ ଚାର୍ଜସିଟ୍ ଦାଖଲ ହୋଇଥିବାରୁ ତାଙ୍କ ପାଇଁ ସମସ୍ୟା ପୁଣି ଆସିଛି । ପ୍ରଭାତ ଓ ତାଙ୍କ ପତ୍ନୀଙ୍କ ବିରୋଧରେ ଚାର୍ଜସିଟ ଦାଖଲ ହୋଇଛି । ଦ୍ୱିତୀୟ ପର୍ଯ୍ୟାୟ ସପ୍ଲିମେଣ୍ଟାରୀ ଚାର୍ଜସିଟ ଦାଖଲ ହୋଇଛି । ପ୍ରଶାନ୍ତ ଦାସ, ପ୍ରଭାତ ଦାସଙ୍କ ନାଁରେ ମଧ୍ୟ ଚାର୍ଜସିଟ ହୋଇଛି । ପ୍ରଶାନ୍ତ ଓ ପ୍ରଭାତ ସି-ସୋର ନିର୍ଦ୍ଦେଶକ ଥିଲେ ।ସିସୋର ଚିଟଫଣ୍ଡ ମାମଲାରେ ଶ୍ରୀ ବିଶ୍ୱାଳଙ୍କୁ ସିବିଆଇ ଗତ ୨୦୧୭ ସେପ୍ଟେମ୍ବର ୧୯ତାରିଖରେ ଗିରଫ କରିଥିଲା । ଶ୍ରୀ ବିଶ୍ୱାଳଙ୍କ ବିରୁଦ୍ଧରେ ମନି ଲଣ୍ଡ୍ରିଂ ଆକ୍ଟରେ ମାମଲା ରୁଜୁ କରି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଗତ ୨୦୨୨ ଜୁଲାଇ ମାସରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ତାଙ୍କର ପ୍ରାୟ ୩କୋଟି ୯୨ଲକ୍ଷ ଟଙ୍କାର ସମ୍ପତ୍ତି ବ୍ୟାଜ୍ୟାପ୍ତି କରିଥିଲେ । ଏଥିରେ କଟକସ୍ଥିତ ଷ୍ଟେଟବ୍ୟାଙ୍କ ଅଫ ଇଣ୍ଡିଆରେ ଥବା ୨୫ଲକ୍ଷ ଟଙ୍କା ସାମିଲ ଅଛି । ଶ୍ରୀ ବିଶ୍ୱାଳ ଏବେ ଜାମିନରେ ଅଛନ୍ତି ।
Trending
- ବଢିଲା ବିଜେଡି ନେତାଙ୍କ ଅଡୁଆ, ପ୍ରୀତିରଞ୍ଜନ ଘଡେଇ ଙ୍କ ନାଁରେ ଏତଲା
- ଆଣ୍ଡାମାନ ଓ ନିକୋବର ଦ୍ଵୀପପୁଞ୍ଜରେ ଭୂକମ୍ପ ଝଟକା
- ନିମିଷା ପ୍ରିୟାଙ୍କ ମୃତ୍ୟୁଦଣ୍ଡ ବାତିଲ୍
- ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି , ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
- ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର ବଦଳିବ
- ଶ୍ରାବଣ ମାସର ତୃତୀୟ ସୋମବାର
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
Prev Post
Next Post