ମାଲାକନଗିରି ଜିଲାର ୪ଜଣ ବିଜେଡି ନେତା ଦଳ ଛାଡି ଭାଜପାରେ ସାମିଲ ହୋଇଛନ୍ତି। ବିଜେଡି ନେତା ତଥା ପରାମର୍ଶଦାତା କେଶବ ଚନ୍ଦ୍ର ନାୟକ, ବିଜେଡିର ପୂର୍ବତନ ରାଜ୍ୟ କାର୍ଯ୍ୟାକାରିଣୀ ସଦସ୍ୟ ହିମାଂଶୁ ସାମଲ, ବିଜେଡି ଜିଲା ସମ୍ପାଦକ ଇ. ଭେଙ୍କଟ ରାଓ, ଯୁବ ବିଜେଡି ସମ୍ପାଦକ ପ୍ରଶାନ୍ତ କୁମାର ଜେନା ଭାଜପାର ରାଜ୍ୟ ସଭାପତି ମନମୋହେନ ସାମଲଙ୍କ ଉପସ୍ଥିତିରେ ଆନୁଷ୍ଠାନିକ ଭାବେ ଦଳରେ ସାମିଲ ହୋଇଛନ୍ତି। ଭୁବନେଶ୍ୱରସ୍ଥିତ ରାଜ୍ୟ କାର୍ଯ୍ୟାଳୟଠାରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି |
Trending
- “ଯେତେବେଳେ ମୋବାଇଲ୍ ଫୋନ୍ ଥାଏ, ବିହାରକୁ ଲଣ୍ଠନର ଆବଶ୍ୟକତା ନାହିଁ – ପ୍ରଧାନମନ୍ତ୍ରୀ ମୋଦୀ
- ଗିରଫ ବିକ୍ରମ ପଣ୍ଡାଙ୍କ ପାଇଁ କୋର୍ଟରେ ୪୪ ଜଣ ଓକିଲ ଲଢ଼ିବେ
- ନୂଆପଡା ଲଢେଇରେ କେଉଁ ପ୍ରାର୍ଥୀ ଆଗରେ ?
- ନୂଆପଡା ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ଆମ ସମସ୍ତଙ୍କୁ ପ୍ରଭାବିତ କରିଛି
- ରାଜ୍ୟର ଶାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଥିବା ବେଳେ ବିଜେପି ଆକ୍ରୋଶମୂଳକ ରାଜନୀତି ଆରମ୍ଭ କରିଛି: ବିଜେଡି
- ରାଜ୍ୟରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା
- ବସରେ ଲାଗିଲା ନିଆଁ , ୧୧ ମୃତ ୧୨ ଆହତ
- ବେଦାନ୍ତ ପକ୍ଷରୁ ଓଡିଶାରେ ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ହେବ ପୁଞ୍ଜି ନିବେଶ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ୨୦୨୫ ବିହାର ବିଧାନସଭା ନିର୍ବାଚନ- ତେଜସ୍ୱୀ ଯାଦବ ବିରୋଧୀ ମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ
- କେରଳର ପବିତ୍ର ଶବରୀମାଳା ଶ୍ରୀ ଆୟାପ୍ପା ମନ୍ଦିର ପ୍ରବେଶ କରି ଇତିହାସ ରଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
Prev Post