ମୟୂରଭଞ୍ଜ: ମୟୂରଭଞ୍ଜରେ ବିକାଶର ଅନୁଧ୍ୟାନ କରିବାକୁ ଗ୍ରାଉଣ୍ଡରେ ପହଞ୍ଚିଛନ୍ତି 5T ସଚିବ ଭିକେ ପାଣ୍ଡିଆନ । ଜଶିପୁର ନିର୍ବାଚନମଣ୍ଡଳୀର ମାହାରଦାପଳସା ମିନି ଷ୍ଟାଡିଅମରେ ଲୋକଙ୍କୁ ଭେଟି ଆଲୋଚନା କରିଛନ୍ତି 5T ସଚିବ । ୧୦ ହଜାରରୁ ଅଧିକ ଲୋକଙ୍କଠାରୁ ଅଭିଯୋଗ ଗ୍ରହଣ କରିଛନ୍ତି । ଏସଏଚଜି ମାଆ, ଛାତ୍ରଛାତ୍ରୀ ଓ ବରିଷ୍ଠ ନାଗରିକଙ୍କୁ ଭେଟି ସେମାନଙ୍କ ସମସ୍ୟା ସମ୍ପର୍କରେ ଅବଗତ ହୋଇଛନ୍ତି । ଏହି ସମୟରେ 5T ସଚିବଙ୍କୁ ଉତ୍ସାହର ସହିତ ସ୍ବାଗତ କରିଥିଲେ ଜନସାଧାରଣ ।
Trending
- ନୂଆପଡ଼ା ଉପ-ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଲା
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ