ଅନୁଗୁଳ: ଅନୁଗୁଳରେ ପିଲାଙ୍କୁ ସଫଳତାର ଟିପ୍ସ ଦେଇଛନ୍ତି 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ଖମାରରେ ଛାତ୍ରଛାତ୍ରୀଙ୍କୁ ଭେଟିବା ଅବସରରେ ଉତ୍କଳମଣି ଗୋପବନ୍ଧୁ ମହାବିଦ୍ୟାଳୟ ସ୍ମାର୍ଟ ହେଉଛି ବୋଲି କହିଛନ୍ତି । ଏହାସହିତ ମୁଖ୍ୟମନ୍ତ୍ରୀ ୫କୋଟି ଅନୁମୋଦନ କରିଛନ୍ତି ବୋଲି ଜଣାଇଛନ୍ତି । ଏହାର କ୍ଲାସରୁମ ସ୍ମାର୍ଟ ହେବ, ସାଇନ୍ସ ଲ୍ୟାବ ଇ-ଲାଇବ୍ରେରୀ ପିଲା ପାଇବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ପାଣ୍ଡିଆନ। ଖମାରର ପିଲାମାନେ ବଡ଼ ସହରର ପିଲାଙ୍କ ଭଳି ସୁବିଧା ପାଇବେ । କଠିନ ପରିଶ୍ରମ କରିବେ, ଭବିଷ୍ୟତ ଉଜ୍ଜଳ କରିବେ ବୋଲି ସେ ଆଶା କରିଛନ୍ତି । ପାଠପଢି ବାପା, ମାଆ, କଲେଜ ଓ ଅନୁଗୁଳର ନାଁ ରଖିବେ । ଏହି ଅବସରରେ ପାଣ୍ଡିଆନ ତାଙ୍କ ଜୀବନର କାହାଣୀ ମଧ୍ୟ ବଖାଣିଥିଲେ । ସେ ବହୁତ ପଛୁଆ ଅଞ୍ଚଳରୁ ଆସିଥିଲେ ।
Trending
- ୧୦ ମାସ ପରେ ବ୍ରହ୍ମପୁର ଜେଲରୁ ବାହାରିଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା,ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣାରେ ହୋଇଥିଲେ ଗିରଫ
- ସ୍ୱାୟତ୍ତ ଶାସନ ଦିବସ: ସହରର ବିକାଶ ପାଇଁ ଏକଜୁଟ ହେବାକୁ ଟିଟିଲାଗଡ଼ ପୌରପରିଷଦର ଆହ୍ୱାନ
- ଯେପର୍ଯ୍ୟନ୍ତ ଅତ୍ୟନ୍ତ ଆବଶ୍ୟକ ନହୋଇଛି, ସେପର୍ଯ୍ୟନ୍ତ ସୁନା କିଣିବାରୁ ଦୂରେଇ ରହିବା ଉଚିତ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଓଡ଼ିଶା ଲୋକଭବନକୁ ଗ୍ରୀନ୍ ବ୍ଲିଡିଂ ମାନ୍ୟତା ,ଭାରତର ପ୍ରଥମ ଲୋକଭବନ ଭାବେ ଏହି ମାନ୍ୟତା ହାସଲ କରିଛି ଓଡ଼ିଶା ଲୋକଭବନ
- ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମାେହନ ଚରଣ ମାଝୀ ଓ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
- ବାଣ କାରଖାନାରେ ବିସ୍ଫୋରଣ : ୮ ପିଲାଙ୍କ ସମେତ ୧୧ ମୃତ ୫ ଗୁରୁତର
- ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପାରା ସ୍ପେଶାଲ ଫୋର୍ସେସ ଅଧିକାରୀ ଋଷଭ ସିଂହ ସାଂବ୍ୟାଲଙ୍କ ଇସ୍ତଫା, ପାରିବାରିକ ଓ ବ୍ୟକ୍ତିଗତ କାରଣ ପାଇଁ ନେଲେ ଅବସର
- ମାଆ ମଝିଘରିଆଣି ଦେବୀଙ୍କ ଦାନ ହୁଣ୍ଡିରୁ ମିଳିଲା ୫୪ ଲକ୍ଷ
- ନେପାଳ ବନ୍ୟା: ଏପର୍ଯ୍ୟନ୍ତ ୯୦୩ ମୃତଦେହ ଉଦ୍ଧାର ସମେତ ୪,୦୦୦ ରୁ ଅଧିକ ନିଖୋଜ
- କଟକରେ ନାବାଳିକା ଅପହରଣ ମାମଲା: ଜଣେ ବୃଦ୍ଧଙ୍କ ଫଟୋ ଜାରି କରି ୨୫ ହଜାର ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛି ପୋଲିସ
Next Post