ଅନୁଗୁଳ : ଅନୁଗୁଳ ଜିଲ୍ଲା ଗସ୍ତରେ 5T ସଚିବ ଭି.କେ ପାଣ୍ଡିଆନ୍ ଯାଇ ତାଳଚେରରେ ପହଞ୍ଚିବା ପରେ ମା’ ହିଙ୍ଗୁଳାଙ୍କୁ ଦର୍ଶନ କରିଛନ୍ତି । ଏହା ପରେ ମନ୍ଦିର ଟ୍ରଷ୍ଟ ବୋର୍ଡ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିଥିଲେ । ନିର୍ମାଣାଧୀନ ମନ୍ଦିରର ନସ୍କା ଦେଖିବା ସହ ଖୁବ ଶୀଘ୍ର ମୁଖ୍ୟମନ୍ତ୍ରୀ ହିଙ୍ଗୁଳା ମନ୍ଦିରର ସୈାନ୍ଦର୍ଯ୍ୟକରଣ କରାଯିବ ବୋଲି କହିଛନ୍ତି । ମନ୍ଦିରକୁ ଆସୁଥିବା ଭକ୍ତମାନଙ୍କ ପାଇଁ ସମସ୍ତ ସୁବିଧା କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି । ଅନ୍ୟ ମନ୍ଦିରଗୁଡ଼ିକର ଉନ୍ନତି ପାଇଁ ଯେଉଁଭଳି ଯୋଜନା ହୋଇଛି, ସେହିଭଳି ଭଲ ଯୋଜନା ମାଆ ହିଙ୍ଗୁଳା ମନ୍ଦିର ପାଇଁ କରାଯିବ । ପରେ ସେଠାରେ ଉପସ୍ଥିତ ଥିବା ଏସଏଚଜି ସଦସ୍ୟା ଓ ସାଧାରଣ ଲୋକଙ୍କ ସହ ଆଲୋଚନା କରିଥିଲେ । ସେମାନଙ୍କଠାରୁ ଦାବିପତ୍ର ଗ୍ରହଣ କରିଥିଲେ ଫାଇଭ-ଟି ସଚିବ ଭି.କେ ପାଣ୍ଡିଆନ ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ