ମୟୂରଭଞ୍ଜ: ଦ୍ବିତୀୟ ଦିନରେ ମୟୂରଭଞ୍ଜରେ 5T ସଚିବଙ୍କ ମାରାଥନ ସମୀକ୍ଷା । ଗ୍ରାଉଣ୍ଡ ଜିରୋରେ ବିକାଶ କାର୍ଯ୍ୟର ଅନୁଧ୍ୟାନ କରୁଛନ୍ତି 5T ସଚିବ । ଆଜି ବାରିପଦା ମିଶନ ଶକ୍ତି କାଫେ ଯାଇ ମିଶନ ଶକ୍ତି ମା’ଙ୍କୁ ଭେଟିବା ସହ ଲୋକଙ୍କ ହାତରୁ ନେଇଥିଲେ ଦାବିପତ୍ର । ସମସ୍ୟାର ସମାଧାନ ପାଇଁ ଦେଉଛନ୍ତି ପ୍ରତିଶ୍ରୁତି ।ମିଶନ ଶକ୍ତି ମା’ ମାନଙ୍କ ଦ୍ବାରା ପରିଚାଳିତ ଶକ୍ତି କାଫେରେ ସକାଳ ଜଳଖିଆ କରିଥିଲେ । ମା’ ମାନଙ୍କ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ବିଶେଷ ଧ୍ୟାନ ଦେଉଛନ୍ତି ।
Trending
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
- ଦିଲ୍ଲୀରେ ଖୁବ୍ ଜୋର୍ରେ ବର୍ଷା , ତଳିଆ ଅଞ୍ଚଳ ଆଣ୍ଠୁଏ ପାଣି