ଭୁବନେଶ୍ବର: ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । OPSC ପକ୍ଷରୁ ଆରମ୍ଭ ହେଲା ପ୍ରକ୍ରିୟା । ୭ ହଜାର ୨୭୬ ଡାକ୍ତର ପଦବୀ ପୂରଣ ପାଇଁ ବିଜ୍ଞାପନ ଜାରି ହୋଇଛି ।୧୮ଅଗଷ୍ଟରୁ ସେପ୍ଟେମ୍ବର ୧୮ ମଧ୍ୟରେ ଆବେଦନ କରିପାରିବେ ଆଗ୍ରହୀ ଡାକ୍ତରୀ ଛାତ୍ର । ST ପ୍ରାର୍ଥୀଙ୍କ ପାଇଁ ୨୪୬୫, SC ପ୍ରାର୍ଥୀଙ୍କ ପାଇଁ ୧୫୯୭ ପଦ ସଂରକ୍ଷିତ ଥିବାବେଳେ SEBC ପ୍ରାର୍ଥୀଙ୍କ ପାଇଁ ୭୧୪ ପଦବୀ ସଂରକ୍ଷିତ ରହିଛି ।
Trending
- ଗଣେଶ ଉତ୍ସବ
- ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ପୁନର୍ଗଠିତ
- ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ନିଜର ନୂଆ ଯୁବ ବାହିନୀ, ଇପ୍ସିତା ଓ ଚିନ୍ମୟଙ୍କୁ ମିଳିଲା ଗୁରୁଦାୟିତ୍ବ
- ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା ,ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍କା
- ଆମେ ଆମର ନୈତିକ ମୂଲ୍ୟବୋଧର ସ୍ତରକୁ ତଳକୁ ଖସିଯିବାକୁ ଦେବା ଉଚିତ ନୁହେଁ
- ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି
- ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ
- ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ