ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ମତଦାନ ଜୁନ ୧ ଅର୍ଥାତ୍ ଶନିବାର ଅନୁଷ୍ଠିତ ହେବ। ତେବେ ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ଗୁରୁବାର ପ୍ରଚାର ଶେଷ ହୋଇଛି। ଏହି ଶେଷ ପର୍ଯ୍ୟାୟରେ ରାଜ୍ୟର ୬ଟି ସଂସଦୀୟ କ୍ଷେତ୍ର ଓ ୪୨ଟି ବିଧାନସଭା ଆସନରେ ମତଦାନ ହେବ । ୪୬୦ଜଣ ପ୍ରାର୍ଥୀଙ୍କ ଭାଗ୍ୟ ମୋଟ ୯୯ଲକ୍ଷ ୬୧ହଜାର ୫୭ଜଣ ଭୋଟର ନିର୍ଦ୍ଧାରଣ କରିବେ । ମତଦାନକୁ ଶାନ୍ତିଶୃଙ୍ଖଳାର ସହ ଶେଷ କରିବା ପାଇଁ ରାଜ୍ୟ ପୋଲିସ ବ୍ୟତୀତ ୧୨୫ କମ୍ପାନୀ କେନ୍ଦ୍ରୀୟ ଫୋର୍ସ ମୁତୟନ କରାଯାଇଛି । ମୋଟ ୧୦୮୮୨ଟି ମତଦାନ କେନ୍ଦ୍ରରେ ଶନିବାର ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ହେବ ।
Trending
- ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ,୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
- ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
- ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି,ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ