କଟକ: ମହିଳାଙ୍କୁ ଏସିଡ ମାଡ କରି ଫେରାର ହୋଇଯାଇଛନ୍ତି ଦୃବୁର୍ତ୍ତ । ଆଠଗଡ-ତିଗିରିଆ ନୂଆପାଟଣାରେ ଜଣେ ମହିଳାଙ୍କୁ ସକାଳୁ ଏସିଡ ମାଡ଼ କରାଯାଇଛି । ଆଜି ଭୋର ୪ଟା ରେ ଏଭଳି ଘଟଣା ଘଟିଥିବା ଜଣାପଡ଼ିଛି । ମହିଳା ଜଣଙ୍କ ଘରୁ ବାହାରକୁ ଆସିବା କ୍ଷଣି ହଠାତ୍ ତାଙ୍କୁ କେହି ଦୃବୁର୍ତ୍ତ ଏସିଡ ମାଡ଼ କରିଥିଲା । ମହିଳାଙ୍କ ଅବସ୍ଥା ଗୁରୁତର ଥିବାରୁ ୧୦୮ ଆମ୍ବୁଲାନ୍ସ ଯୋଗେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ମହିଳାଙ୍କ ନାମ ରିନା ସାହୁ(୩୬) ବୋଲି ଜଣାପଡିଥିବାବେଳେ ଉକ୍ତ ମହିଳାଙ୍କ ଶରୀର ୫୦ ଭାଗ ପୋଡିଯାଇଥିବା ଜଣାପଡ଼ିଛି ।
Trending
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
- ମଝି ଆକାଶରେ ଯାତ୍ରୀ ଅସୁସ୍ଥ ଅନୁଭବ କରିବାକୁ ଏୟାର ଇଣ୍ଡିଆ ବିମାନର ଜରୁରୀକାଳନୀ ଅବତରଣ
- ଅତିରିକ୍ତ ଏସପି ସ୍ତରରେ ବଡ ଧରଣର ଅଦଳବଦଳ
- ଆସନ୍ତା ୧୧ ତାରିଖରେ ଧନ ଧାନ୍ୟ କୃଷି ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
- ମୁଖ୍ୟମନ୍ତ୍ରୀ ଲୋକଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଉଛନ୍ତି : ଭକ୍ତ
- ଦୋଷୀଙ୍କୁ କଠୋର ଦଣ୍ଡ ମିଳିବ : ମୁଖ୍ୟମନ୍ତ୍ରୀ
Prev Post
Next Post