ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜଧାନୀରେ ରୋଡ ସୋ’ କରିଛନ୍ତି । ହଜାର ହଜାର ସମର୍ଥକଙ୍କ ଗହଣରେ ନବୀନ ପଟ୍ଟନାୟକ ରାଜଧାନୀର ପଳାଶପଲ୍ଲୀରୁ ରୋଡ ସୋ’ ଆରମ୍ଭ କରିଛନ୍ତି । ଭୁବନେଶ୍ୱର ଲୋକସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟ ଓ ସ୍ଥାନୀୟ ବିଧାୟକ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି ନବୀନ ପଟ୍ଟନାୟକ ।୨୦୧୯ ନିର୍ବାଚନ ଠାରୁ ୨୦୨୪ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବେଶ୍ ଆକ୍ସନମୋଡକୁ ଆସିଛନ୍ତି । ରାଜ୍ୟର ବିଭିନ୍ନ ଜିଲ୍ଲା ବୋଲି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରୁଛନ୍ତି । ଜନସଭାକୁ ଉଦବୋଧନ ଦେଇ ତାଙ୍କ ସରକାରର ସଫଳ ଯୋଜନା ବାବଦରେ ଲୋକଙ୍କ ମତ ନେବା ସହ ସଭା ମଞ୍ଚରୁ ବିରୋଧୀଙ୍କୁ ଟାର୍ଗେଟ୍ କରିଛନ୍ତି ।
Trending
- ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ନିଜର ନୂଆ ଯୁବ ବାହିନୀ, ଇପ୍ସିତା ଓ ଚିନ୍ମୟଙ୍କୁ ମିଳିଲା ଗୁରୁଦାୟିତ୍ବ
- ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା ,ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍କା
- ଆମେ ଆମର ନୈତିକ ମୂଲ୍ୟବୋଧର ସ୍ତରକୁ ତଳକୁ ଖସିଯିବାକୁ ଦେବା ଉଚିତ ନୁହେଁ
- ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି
- ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ
- ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
- ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପତି
- ପୁଲିସ୍ ଏସ୍ଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ
Prev Post
Next Post