ସମ୍ବଲପୁରରେ ହେବ ଓୟୁଏଟିର ଆଉ ଏକ କ୍ୟାମ୍ପସ। ଏନେଇ କୃଷି ବିଭାଗ ଦାୟିତ୍ୱରେ ଥିବା ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଘୋଷଣା କରିଛନ୍ତି। ସେଠାକୁ ଖୁବଶୀଘ୍ର ଏକ ଟିମ୍ ପରିଦର୍ଶନ କରିବାକୁ ଯିବ। ମୟୂରଭଞ୍ଜ, ବ୍ରହ୍ମପୁରରେ ବି କୃଷି କଲେଜ ଖୋଲାଯିବ। ସୋନପୁରରେ ମତ୍ସ୍ୟ ଓ ପଶୁ ସମ୍ପଦ କଲେଜ ହେବ ବୋଲି କହିଛନ୍ତି କନକବର୍ଦ୍ଧନ।
Trending
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଇଣ୍ଡୋନେସିଆ ବିନ୍ତାଙ୍ଗ ଆଦିପୂର୍ଣ୍ଣ’ରେ ସମ୍ମାନିତ
- ଟିଏମସିର ୪୪୦ କୋଟି ଟଙ୍କା ଫ୍ରିଜ୍ କଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ
- ଭୁବନେଶ୍ବର କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଇ-ମେଲରେ ଧମକ
- ଭିଜିଲାନ୍ସ ଜାଲରେ ରେଞ୍ଜର , କେନ୍ଦ୍ରାପଡ଼ା ବନାଞ୍ଚଳର ବନପାଳ ରବୀନ୍ଦ୍ର କୁମାର ନାୟକଙ୍କ ଘରେ ଚଢାଉ
- କମିଲା ବର୍ଷା, ବଢ଼ିଲା ବନ୍ୟା ଆଶଙ୍କା , ଆସନ୍ତାକାଲି ଖୋଲିବ ହୀରାକୁଦ ଗେଟ୍
- ରାଜଧାନୀରେ ହାଇ ସିକ୍ୟୁରିଟି ଏରିଆରେ ମଦ୍ୟପ ଚାଳକଙ୍କ ଉନ୍ମତ୍ତ କାଣ୍ଡ,ସୁରକ୍ଷା ବଳୟ ଭେଦ କରି ବିଧାନସଭା ଆଗରେ ଥିବା ବ୍ୟାରିକେଡରେ କାରକୁ ପିଟିଦେଲା
- ଇଣ୍ଡୋନେସିଆ ମାଟିରେ ବିଜୁ ବାବୁଙ୍କ ବୀରତ୍ୱକୁ ମନେ ପକାଇଲେମୋଦି
- ଭୁବନେଶ୍ବରରେ ୭୭ତମ ରାଜ୍ୟସ୍ତରୀୟ ବନ ମହୋତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ରାଜଧାନୀରେ ପୁଣି ହଣାକଟା , ରାତି ଅଧରେ ଲକ୍ଷ୍ମୀସାଗରରେ ବୁଲିଲା ଖଣ୍ଡା ,ଦୁର୍ବୃତ୍ତଙ୍କ ଆକ୍ରମଣରେ ଦୋକାନୀ ଓ ମହିଳା ଲହୁଲୁହାଣ
- ମହିଳା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ମାମଲା, ଶ୍ବାସରୁଦ୍ଧ ହୋଇ ତାଙ୍କର ଜୀବନ ଯାଇଛି – କଟକ ଡ଼ିସିପି