ଲଘୁଚାପ ପ୍ରଭାବରେ ପୁଣି ପ୍ରବଳ ବର୍ଷା ହେବ : ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ତେବେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ।
#Rainfall Forecast for Day-1 to Day-5: pic.twitter.com/8Q53jhps0u
— Meteorological Centre, Bhubaneswar (@mcbbsr) July 30, 2023
ଏନେଇ ୧୦ ଜିଲ୍ଲାକୁ ଅରେଞ୍ଜ ଏବଂ ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ଅନୁଗୁଳ, ବରଗଡ଼, ସମ୍ବଲପୁର, ବଲାଙ୍ଗିର, କଳାହାଣ୍ଡି, ଯାଜପୁର ଏବଂ ଭଦ୍ରକରେ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।
Press release dt. 30.07.2023 pic.twitter.com/N9nJLYlyO6
— Meteorological Centre, Bhubaneswar (@mcbbsr) July 30, 2023