ଗଣମାଧ୍ୟମର ପ୍ରତିନିଧିଙ୍କୁ ସେବାୟତଙ୍କ ପ୍ରାଣାନ୍ତକ ଆକ୍ରମଣ
ଶ୍ରୀମନ୍ଦିର ସେବାୟତଙ୍କ ଦାଦାଗିରି ବଢ଼ିଥିବା ଚର୍ଚ୍ଚା ହେଉଛି। ସେବାୟତମାନଙ୍କର ଶ୍ରୀମନ୍ଦିରରେ ଦୌରାତ୍ମ ବଢ଼ିଯାଇଥିବା ଭକ୍ତମାନେ ଅନେକ ସମୟରେ ଅଭିଯୋଗ ଆଣିଛନ୍ତି। ସେବାୟତମାନେ ଗଣମାଧ୍ୟମର ପ୍ରତିନିଧିଙ୍କୁ ମଧ୍ୟ ଛାଡୁ ନାହାନ୍ତି। ଆଜି ଅପରାହ୍ଣରେ ଗଣମାଧ୍ୟମର ପ୍ରତିନିଧିଙ୍କୁ ସେବାୟତମାନେ ପ୍ରାଣାନ୍ତକ ଆକ୍ରମଣ କରିଛନ୍ତି।