ଭୁବନେଶ୍ୱର: ରାଜ୍ୟରେ ଗଠନ ହେଲା ବିଜୁ ଶ୍ରମିକ ସାମ୍ମୁଖ୍ୟ । ପ୍ରଣବ ପ୍ରକାଶ ଦାସଙ୍କୁ ସାମ୍ମୁଖ୍ୟର ମୁଖ୍ୟ ଉପଦେଷ୍ଟା ଭାବେ ନିଯୁକ୍ତି ଦେଲେ ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ । ସେହିଭଳି ଉପଦେଷ୍ଟା ଭାବେ ଦେବାଶିଷ ସାମନ୍ତରାୟ ଏବଂ ପ୍ରଭାସ କୁମାର ସିଂଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି । ପ୍ରଫୁଲ କୁମାର ମଲ୍ଲିକ ବିଜୁ ଶ୍ରମିକ ସାମୁଖ୍ୟର ରାଜ୍ୟ ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି । ସେକ୍ରେଟାରୀ ଜେନେରାଲ ଭାବେ ସୁବାସ ସିଂଙ୍କୁ ଦାୟିତ୍ବ ପ୍ରଦାନ କରାଯାଇଛି । କେନ୍ଦ୍ରୀୟ ସଂଯୋଜକ ଭାବେ ୧୦ ଜଣଙ୍କୁ ନିଯୁକ୍ତି ପ୍ରଦାନ କରିଛନ୍ତି ନବୀନ ପଟ୍ଟନାୟକ । ପ୍ରୀତି ରଞ୍ଜନ ଘଡାଇ, ପ୍ରଣବ କୁମାର ବଳବନ୍ତରାୟ, ନିରଞ୍ଜନ ବିଶି, ବିକ୍ରମ କୁମାର ପଣ୍ଡା, ଯୁଗଳ କିଶୋର ନାୟକ, ନବ କିଶୋର ମହାନ୍ତ, ପଞ୍ଚାନନ ସେନାପତି, ବୈଦ୍ୟନାଥ ଦାସ, ରଜୀବ ମହାନ୍ତି, ଜଗଦୀଶ ବିଶ୍ବାଳଙ୍କୁ କେନ୍ଦ୍ରୀୟ ସଂଯୋଜକ ଭାବେ ନିଯୁକ୍ତି ଦିଆଯାଇଛି ।
Trending
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
Next Post