୩ ନେତା ପ୍ରସନ୍ନ ଆଚାର୍ଯ୍ୟ, ସାରଦା ନାୟକ ଓ ଦେବୀ ମିଶ୍ର ଙ୍କୁ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର: ଝାରସୁଗୁଡା ଉପ ନିର୍ବାଚନ ପାଇଁ ପାଗ ଭିଡିଲେଣି ତିନି ପ୍ରମୁଖ ଦଳ । ତେବ ସବୁଠାରୁ ଆଗରେ ରହିଛି ବିଜେଡି । ପ୍ରଥମେ ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଥିବାବେଳେ ଏବେ ନିର୍ବାଚନ ପରିଚାଳନା ପାଇଁ  ତିନି ଜଣ ବରିଷ୍ଠ ନେତାଙ୍କୁ ଦାୟିତ୍ୱ ଦେଇଛି ଦଳ ।   ଏହି ତିନି ପର୍ଯ୍ୟବେକ୍ଷକ ହେଲେ  ପ୍ରସନ୍ନ ଆଚାର୍ଯ୍ୟ, ସାରଦା ନାୟକ ଓ ଦେବୀ ମିଶ୍ର ।