ଭୁବନେଶ୍ୱର : ସଂସଦର ମୌସୁମୀ ଅଧିବେଶନ ପାଇଁ ଆଜି ବସିବ ବିଜେଡିର ସଂସଦୀୟ ଦଳ ବୈଠକ । ସଂସଦର ମୌସୁମୀ ଅଧିବେଶନରେ ଉଭୟ ଗୃହରେ ଦଳ କେଉଁ କେଉଁ ପ୍ରସଙ୍ଗ ସବୁ ଉଠାଇବ ତା ଉପରେ ଆଲୋଚନା ହେବ । ବିଶେଷକରି ରାଜ୍ୟ ସ୍ବାର୍ଥ ସମ୍ବଳିତ ପ୍ରସଙ୍ଗକୁ ମୁଖ୍ୟ ମୁଦ୍ଦା କରି ବିଜେଡି ସାଂସଦରେ ହକ୍ ମାଗିବ । ଗୃହରେ ଆଭିମୂଖ୍ୟ ନେଇ ବିଜେଡି ପ୍ରସ୍ତୁତ କରୁଛି ରଣକୌଶଳ । ଆଜି ସନ୍ଧ୍ୟା ୭ଟାରେ ଦଳ ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ଏଥର ଅଧିବେଶନରେ କିଛି ବିଲକୁ ନେଇ ବିଜେଡି ନିଷ୍ପତ୍ତି ନେବାର ସଂଭାବନା ରହିଛି ।
Trending
- ଗଣେଶ ଉତ୍ସବ
- ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ପୁନର୍ଗଠିତ
- ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ନିଜର ନୂଆ ଯୁବ ବାହିନୀ, ଇପ୍ସିତା ଓ ଚିନ୍ମୟଙ୍କୁ ମିଳିଲା ଗୁରୁଦାୟିତ୍ବ
- ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା ,ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍କା
- ଆମେ ଆମର ନୈତିକ ମୂଲ୍ୟବୋଧର ସ୍ତରକୁ ତଳକୁ ଖସିଯିବାକୁ ଦେବା ଉଚିତ ନୁହେଁ
- ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି
- ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ
- ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
Prev Post