ଭୁବନେଶ୍ୱର : ସଂସଦର ମୌସୁମୀ ଅଧିବେଶନ ପାଇଁ ଆଜି ବସିବ ବିଜେଡିର ସଂସଦୀୟ ଦଳ ବୈଠକ । ସଂସଦର ମୌସୁମୀ ଅଧିବେଶନରେ ଉଭୟ ଗୃହରେ ଦଳ କେଉଁ କେଉଁ ପ୍ରସଙ୍ଗ ସବୁ ଉଠାଇବ ତା ଉପରେ ଆଲୋଚନା ହେବ । ବିଶେଷକରି ରାଜ୍ୟ ସ୍ବାର୍ଥ ସମ୍ବଳିତ ପ୍ରସଙ୍ଗକୁ ମୁଖ୍ୟ ମୁଦ୍ଦା କରି ବିଜେଡି ସାଂସଦରେ ହକ୍ ମାଗିବ । ଗୃହରେ ଆଭିମୂଖ୍ୟ ନେଇ ବିଜେଡି ପ୍ରସ୍ତୁତ କରୁଛି ରଣକୌଶଳ । ଆଜି ସନ୍ଧ୍ୟା ୭ଟାରେ ଦଳ ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ଏଥର ଅଧିବେଶନରେ କିଛି ବିଲକୁ ନେଇ ବିଜେଡି ନିଷ୍ପତ୍ତି ନେବାର ସଂଭାବନା ରହିଛି ।
Trending
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
Prev Post