ଭୁବନେଶ୍ବର: ଶେଷରେ ବରିଷ୍ଠ ନେତା ଦାମୋଦର ରାଉତଙ୍କ ଉପରୁ ହଟିଲା ବହିଷ୍କାର ଆଦେଶ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦାମଙ୍କ ଉପରୁ ବହିଷ୍କାର ଆଦେଶ ଉଠାଇଛନ୍ତି । ୨୦୧୮ରେ ବିଜେଡିରୁ ବହିଷ୍କୃତ ହୋଇଥିଲେ ଦାମ ରାଉତ। ବହିଷ୍କାର ପରେ ବିଜେପିରେ ଯୋଗ ଦେଇ ୨୦୧୯ ନିର୍ବାଚନରେ ବିଜେପି ଟିକେଟରୁ ବାଲିକୁଦା-ଏରସମାରୁ ଲଢି ପରାଜିତ ହୋଇଥିଲେ। ଅନ୍ୟପଟେ ଦାମୋଦର ରାଉତଙ୍କ ଉପରୁ ବିଜେଡି ବହିଷ୍କାର ପ୍ରତ୍ୟାହାର କରିବା ପରେ ପ୍ରତିକ୍ରିୟା ରଖିଛନ୍ତି ପୁଅ ସମ୍ବିତ ରାଉତରାୟ । ସେ କହିଛନ୍ତି ବିଜେଡିରୁ ବହିଷ୍କାର ପରେ ବାପା ବିଜେପିରେ ଯୋଗଦେବା ଭୁଲ ନିଷ୍ପତ୍ତି ଥିଲା।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Next Post