ବିଜେପି ରାଜ୍ୟ କାର୍ଯ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ । ଚାଲିଛି ଗୁରୁତ୍ୱପୂର୍ଣ୍ଣ କୋର କମିଟି ବୈଠକ । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବସିଛି କୋର କମିଟି ବୈଠକ । ଓଡ଼ିଶା ଗସ୍ତରେ ଥିବା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କୋର କମିଟି ବୈଠକରେ ଯୋଗ ଦେଇଛନ୍ତି । ଏହାସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଜେପି କ୍ଷେତ୍ରୀୟ ପ୍ରଭାରୀ ସୁନିଲ ବଂଶଲ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜନ୍ତ ପଣ୍ଡା ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମ କୋର କମିଟି ବୈଠକରେ ଯୋଗ ଦେଇଛନ୍ତି ।ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା, ପୂର୍ବତନ ରାଜ୍ୟ ବିଜେପି ସଭାପତି ତଥା ମନ୍ତ୍ରୀ ସୁରେଶ ପୂଜାରୀ, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ଓ ବସନ୍ତ ପଣ୍ଡା, ସାଂସଦ ପ୍ରତାପ ଷଡ଼ଙ୍ଗୀ, ସମ୍ବିତ ପାତ୍ର, ରାଜ୍ୟ ସଙ୍ଗଠନ ମନ୍ତ୍ରୀ ମାନସ କୁମାର ମହାନ୍ତି ମଧ୍ୟ କୋର କମିଟି ବୈଠକ ଯୋଗ ଦେଇଛନ୍ତି ।
Trending
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ