ପ୍ରଦୀପ ପାଣିଗ୍ରାହୀଙ୍କୁ ନିର୍ଦ୍ଦୋଷ ଘୋଷଣା କଲେ ବ୍ରହ୍ମପୁର JMFC ରୁରାଲ କୋର୍ଟ

ଟାଟାରେ ଚାକିରି ନାଁରେ ଠକେଇ ଅଭିଯୋଗ ମାମଲାରେ ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି । ଗତକାଲି ୨ଟି ଓ ଆଜି ୩ଟି ମାମଲାରୁ ପ୍ରଦୀପଙ୍କୁ ବ୍ରହ୍ମପୁର JMFC ରୁରାଲ କୋର୍ଟ ଦୋଷମୁକ୍ତ କରିଛନ୍ତି।