ମୁଖ୍ୟମନ୍ତ୍ରୀ ମୋହନ ମାଝି ମଧ୍ୟାହ୍ନରେ ରାଜଭବନଯାଇଛନ୍ତି। ରାଜ୍ୟପାଳଙ୍କ ନିମନ୍ତ୍ରଣ ଅନୁସାରେ ରାଜଭବନ ପହଞ୍ଚିଛନ୍ତି। ଶୁକ୍ରବାର ଭୁବନେଶ୍ୱର ଗସ୍ତରେ ଆସିଥିଲେଲୋକ ସଭା ବାଚସ୍ପତି ଓମ ର୍ବିଲା। ଓଡ଼ିଶା ଲୋକସେବା ଭବନର କନ୍ଭେନ୍ସନ ସେଣ୍ଟରଠାରେ ଦୁଇଦିନିଆ ଜାତୀୟ ଅନୁସୂଚିତ ଜାତି ଓ ଜନଜାତି ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଏହାକୁ ଲୋକ ସଭା ବାଚସ୍ପତି ଓମ ର୍ବିଲା ଉଦ୍ଘାଟନ କରିଛନ୍ତି। ୧୯୯୪ ପରେ ପ୍ରଥମ ଥର ଓଡ଼ିଶାରେ ସଂସଦୀୟ କମିଟିର ବୈଠକ ଅନୁଷ୍ଠିତ ହେବ। ଏହି ସମ୍ମିଳନୀରେ ରାଜ୍ୟସଭା ଉପାଧ୍ୟକ୍ଷ ଓ ୨ କେନ୍ଦ୍ର ମନ୍ତ୍ରୀ ଭାଗ ନେବେ। ଦେଶର ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ପ୍ରତିନିଧି ଯୋଗଦେବେ। ବିଧାନସଭା କମିଟି ଅଧ୍ୟକ୍ଷଙ୍କ ସହ ୫ ସଦସ୍ୟ ଓ ୪ ବିଧାୟକ ଯୋଗଦେବେ। ୨୯ ଓ ୩୦ ତାରିଖ ୨ ଦିନ ଧରି ଏହି ଜାତୀୟ ସମ୍ମିଳନୀ ଚାଲିବ।
Trending
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
- ଖାନ ସାରଙ୍କ ବିରୋଧରେ ହତ୍ୟା ଉଦ୍ୟମ ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଙ୍ଘନ ଅନୁଯାୟୀ ଏକ ମାମଲା ରୁଜୁ
- ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି