ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଆଜିଠାରୁ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ ହୋଇଛି । କଳାହାଣ୍ଡିରୁ ଶୁଭାରମ୍ଭ କରିଛନ୍ତି  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ।  ୫୦ ହଜାର ଲୋକଙ୍କୁ ଯୋଜନା ସହ ଯୋଡ଼ିବେ ସରକାର । ଗରିବ ଲୋକଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନାରେ ସାମିଲ କରାଯିବ। ଭିନ୍ନକ୍ଷମ, ବିଧବା, ଦୂରାରୋଗରେ ପୀଡିତ ଥିବା ବ୍ୟକ୍ତି ଏବଂ ସହିଦ ପରିବାର ବ୍ୟକ୍ତି, ପଦ୍ମଶ୍ରୀ ପରିବାର ବ୍ୟକ୍ତି, ବନ୍ୟା ବାତ୍ୟା ଓ ଅଗ୍ନିକାଣ୍ଡ ଘଟି ଘରପୋଡି ଥିବା ବ୍ୟକ୍ତି ଏହି ଯୋଜନାରେ ସାମିଲ ହେବେ ।

Leave a comment