ପଦ୍ମ ସମ୍ମାନରେ ସମ୍ମାନିତଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କର ବଡ ଘୋଷଣା

ପଦ୍ମ ସମ୍ମାନରେ ସମ୍ମାନିତଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା । ଏ ସମ୍ମାନସୂଚକ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟର ୫୫ ଜଣ ଜୀବିତ ପଦ୍ମ ବିଜେତା ପାଇବେ ଏ ସହାୟତା । ଏଥିପାଇଁ ବର୍ଷକୁ ୨ କୋଟି ଟଙ୍କା ଖର୍ଚ୍ଚ ହେବ । ନିଷ୍ପତ୍ତିକୁ ସ୍ବାଗତ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।