ସମ୍ଭାବ୍ୟ ବାତ୍ୟା ମୋନ୍ଥାର ମୁକାବିଲା ପାଇଁ ପ୍ରସ୍ତୁତ ଜିଲ୍ଲା ପ୍ରଶାସନ। ଏନେଇ ସାମ୍ବାଦିକ ସମ୍ମିଳନୀରେ ସୁଚନା ଦେଇଛନ୍ତି ଗଜପତି ଜିଲ୍ଲାପାଳ ମଧୁମିତା। ଆନ୍ଧ୍ର ପ୍ରଦେଶର ମଛିଲିପାଟଣା ନିକଟରେ ସ୍ଥଳଭାଗ ଛୁଇଁବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଯାହାର ପ୍ରଭାବ ପଡିବା ନେଇ ଗଜପତି ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି। ୨୭ ତାରିଖ ଓରେଞ୍ଜ ଓ୍ବାରନିଙ୍ଗ ଓ ୨୮ ତାରିଖ ରେଡ୍ ଆଲର୍ଟ ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ପବନର ବହିବାର ସମ୍ଭାବନା ଥିବାରୁ ଆସନ୍ତା କାଲି ଠାରୁ ୩୦ ତାରିଖ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ଓ ଅଙ୍ଗନବାଡି କେନ୍ଦ୍ରକୁ ବନ୍ଦ ରଖିବା ପାଇଁ ଦିଆଯାଇଛି। ସମ୍ଭାବ୍ୟ ବାତ୍ୟା ନେଇ ଗଜପତିରେ କାଲି ଠାରୁ ୪ଦିନ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ନିଷ୍ପତ୍ତି ହୋଇଛି।
Trending
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା