ଦକ୍ଷିଣ ଆଣ୍ଡାମାନ୍‌ ସମୁଦ୍ରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି

ଭୁବନେଶ୍ବର: ଦକ୍ଷିଣ ଆଣ୍ଡାମାନ୍‌ ସମୁଦ୍ରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାରୁ ଏହା ଧିରେ ଧିରେ ଘନିଭୂତ ହୋଇ ଏକ ସାମୁଦ୍ରିକ ଝଡ଼ର ରୂପ ନେବାର ଆଶଙ୍କା ସୃଷ୍ଯି ହୋଇଛି ଏହି ସାମୁଦ୍ରିକ ଝଡ଼  ଦକ୍ଷିଣ-ପଶ୍ଚିମମୁହାଁ ହୋଇ ଉତ୍ତର ତାମିଲନାଡ଼ୁର ପୁଡ଼ୁଚେରି ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶର ଉପକୂଳବର୍ତ୍ତୀ ଅଞ୍ଚଳ ଦେଇ ଗତି କରିପାରେ। ଡିସେମ୍ବର ୮ ସୁଦ୍ଧା ଏହି ସାମୁଦ୍ରିକ ଝଡ଼ ପହଞ୍ଚିବା ନେଇ ଭାରତୀୟ ପାଣିପାଗ ବତଭାଗ ପକ୍ଷରୁ ଆକଳନ କରାଯାଇଛି।