ସାଧାରଣ ନିର୍ବାଚନ ସମୟରେ ଘଟିଛି ହତ୍ୟାକାଣ୍ଡ । ବରଗଡ ନିକଟ ସଦର ଥାନା ଅନ୍ତର୍ଗତ ସରସରା ଗାଁ ଘଟଣା ସାରା ଜିଲ୍ଲାରେ ଚାଞ୍ଚଲ୍ୟ ଖେଳାଇଦେଇଛି । ବୁଥରେ ଦୁଇ ଗୋଷ୍ଠୀ ମଧ୍ୟରେ ବଚସାରୁ ଜଣେ ଅଟୋ ଡ୍ରାଇଭରକୁ ଏକ ଗୋଷ୍ଠୀ ଭୁଜାଲି ଆକ୍ରମଣ କରି ହତ୍ୟା କରିଛନ୍ତି । ମୃତକଙ୍କ ନାଁ ବିଶ୍ୱନାଥ ମେହେର ବୋଲି ଜଣାପଡିଛି । ଘଟଣା ପରେ ଗାଁକୁ ପହଞ୍ଚିଛନ୍ତି ଆଇଜି ହିମାଂଶୁ ଲାଲ ଓ ବରଗଡ ଏସପି ପ୍ରହଲ୍ଲାଦ ସାଇ ମିନା । ନିର୍ବାଚନ ସମୟରେ ଭୋଟରଙ୍କୁ ଅଟୋରେ ମତଦାନ କେନ୍ଦ୍ରକୁ ନେଉଥିବା ବେଳେ ଏକ ଗୋଷ୍ଠୀ ବିରୋଧ କରିବା ସହ ଆକ୍ରମଣ କରିଥିବା ପରିବାର ଲୋକେ । ତେବେ ନିର୍ବାଚନ ସମୟରେ ଏଭଳି ହିଂସାକାଣ୍ଡ ଏବେ ଜିଲ୍ଲାରେ ଚାଞ୍ଚଲ୍ୟ ଖେଳାଇ ଦେଇଛି ।
Trending
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ