DG ପାହ୍ୟାକୁ ଯାଇଛନ୍ତି ଓଡ଼ିଶା କ୍ୟାଡରର୍‌ ୨ ବରିଷ୍ଠ IPS ସୁଧାଂଶୁ ଷଡଙ୍ଗୀ ଏବଂ ପଦ୍ମାକର ଏସ୍‌ ରଣପିସେ

ପୋଲିସ DG ପଦବୀ ପାଇଁ ଦେଶରୁ ମୋଟ ୩୩ ଜଣ ବରିଷ୍ଠ IPS ମନୋନୀତ ହୋଇଛନ୍ତି। କ୍ୟାବିନେଟ୍‌ ନିଯୁକ୍ତି କମିଟି ପକ୍ଷରୁ ଏହାକୁ ମଞ୍ଜୁରୀ ମିଳିଛି। DG ପାହ୍ୟାକୁ ଯାଇଛନ୍ତି ଓଡ଼ିଶା କ୍ୟାଡରର୍‌ ୨ ବରିଷ୍ଠ IPS ସୁଧାଂଶୁ ଷଡଙ୍ଗୀ ଏବଂ ପଦ୍ମାକର ଏସ୍‌ ରଣପିସେ। ସୁଧାଂଶୁ ୧୯୯୦ ବ୍ୟାଚ୍‌ର IPS ହୋଇଥିବାବେଳେ ରଣବିସେ ୧୯୯୫ ବ୍ୟାଚ୍‌ର IPS ବୋଲି ଜଣାପଡ଼ିଛି।

Leave a comment