ବରଗଡ଼ : ଆଜି ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାରାରେ ମହାରାଜ କଂସଙ୍କ ଅତ୍ୟାଚାରରୁ ମୁକ୍ତ ହେବେ ମଥୁରାବାସୀ । ବରଗଡ଼ରେ ଦୀର୍ଘ ୧୧ ଦିନ ଚାଲିଆସୁଥିବା ଧନୁଯାତ୍ରାରେ ଆଜି ଅଭିନୀତ ହେବ କଂସ ବଦ୍ଧର ଦୃଶ୍ୟ ।ଏଥି ସହ କୃଷ୍ଣ ବଳରାମଙ୍କ ମଥୁରା ଭ୍ରମଣ, କୁବଳୟା ବଧ, ଅଷ୍ଟମଲ୍ଲ ବଧ, ଶିବଧନୁ ଭଗ୍ନ, କଂସ ବଦ୍ଧ ଏବଂ ପରିଶେଷରେ ଉଗ୍ରସେନଙ୍କ ରାଜ୍ୟଭିଷେକ ଦୃଶ୍ୟ ଅଭିନୀତ ହେବ ।ଗତକାଲି ଧନୁଯାତ୍ରା ଦେଖିବାକୁ ବରଗଡରେ ପ୍ରବଳ ଜନସମାଗମ ହୋଇଥିଲା ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ