ଭୁବନେଶ୍ବର: ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୧୦ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ୱରରେ ଆସି ପହଂଚିବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତି ହେବା ପରେ ଏହା ତାଙ୍କର ପ୍ରଥମ ଓଡିଶା ଗସ୍ତ ହେବ । ଓଡିଶା ଗସ୍ତ ବେଳେ ସେ ରାଜଭବନରେ ଅବସ୍ଥାନ କରିବେ । ପରେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି ।୧୧ ତାରିଖରେ ଦିଲ୍ଲୀ ଫେରିଯିବେ । ଗସ୍ତ ସମ୍ପର୍କରେ ରାଷ୍ଟ୍ରପତି ଭବନ ସଚିବାଳୟ ପକ୍ଷରୁ ଓଡ଼ିଶା ରାଜ୍ୟପାଳଙ୍କ କାର୍ଯ୍ୟାଳୟକୁ ସୂଚନା ଦିଆଯାଇଛି । ୨୫ ଜୁଲାଇ ୨୦୨୨ରେ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ । ଏଥିସହ ତାଙ୍କ କାର୍ଯ୍ୟକାଳ ୧୦୦ ଦିନ ପୂରଣ ହୋଇଛି ।
Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ