ମନୋଜ କୁମାର ପରିଡ଼ା ହେଲେ ରାଜ୍ୟ ମୁଖ୍ୟ ସୂଚନା କମିଶନର
ମନୋଜ କୁମାର ପରିଡ଼ା ହେଲେ ରାଜ୍ୟ ମୁଖ୍ୟ ସୂଚନା କମିଶନର । ଆଜି ମୁଖ୍ୟ ସୂଚନା ଆୟୁକ୍ତ ଭାବେ ପୂର୍ବତନ IAS ଅଧିକାରୀ ମନୋଜ କୁମାର ପରିଡ଼ା ରାଜଭବନ ଠାରେ ଶପଥ ଗ୍ରହଣ କରିଛନ୍ତି । ରାଜଭବନରେ ଆୟୋଜିତ ଉତ୍ସବରେ ରାଜ୍ୟପାଳ ହରିବାବୁ କମ୍ଭମପାଟି ମନୋଜ ପରିଡାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।