ପରଲୋକରେ ପୂର୍ବତନ ବିଧାୟକ ବିଜୟ କୁମାର ମହାନ୍ତି
ପରଲୋକରେ ଭୁବନେଶ୍ବର-ମଧ୍ୟର ପୂର୍ବତନ ବିଧାୟକ ବିଜୟ କୁମାର ମହାନ୍ତି । ଆଜି ତାଙ୍କର ନିଧନ ହୋଇଛି। ସେ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶେଷନିଃଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ବୟସ ହୋଇଥିଲା। ସେ ଭୁବନେଶ୍ବର-ମଧ୍ୟ ଆସନରୁ ଦୁଇ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ପ୍ରଥମ ଥର ୨୦୦୯ ଓ ପରେ ୨୦୧୪ରେ ବିଜେଡି ଟିକେଟରେ ବିଧାୟକ ହୋଇଥିଲେ। 1964 ମସିହା ଅକ୍ଟୋବର 3 ତାରିଖରେ ଜନ୍ମଗ୍ରହଣ କରିଥିଲେ । ଯୁବାବସ୍ଥାରୁ ସେ ରାଜନୀତିରେ ସକ୍ରିୟ ଥିଲେ । ସେ ଭୁବନେଶ୍ବର ମଧ୍ୟ ଆସନରୁ ଦୁଇ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ପ୍ରଥମ ଥର 2009 ଓ ପରେ 2014 ରେ ବିଜେଡ଼ି ଟିକେଟରେ ବିଧାୟକ ହୋଇଥିଲେ । ସେ ୧୯୬୪ ମସିହା ଅକ୍ଟୋବର ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ। ଯୁବାବସ୍ଥାରୁ ସେ ରାଜନୀତିରେ ସକ୍ରିୟ ଥିଲେ। ତାଙ୍କର ଅକାଳ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି।