ରାଜଧାନୀ ଭୁବନେଶ୍ୱରର ଲୋକସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଗାଡ଼ି ମୋଟର ସଂଖ୍ୟାରେ ମଧ୍ୟ୍ୟ ବୃଦ୍ଧି ଘଟୁଛି । ଏହା ଦ୍ୱାରା ସହରରେ ଟ୍ରାଫିକ୍ ନିୟନ୍ତ୍ରଣ ଏବେ ଏକ ମୁଖ୍ୟ ସମସ୍ୟା ପାଲଟିଛି। ଭୁବନେଶ୍ୱର ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପାଇବା ପରେ ୫ଟି ସଚିବ ଭିକେ ପାଣ୍ଡିଆନ ଆଜି ବଡି ଭୋରରୁ ଶିଶୁ ଭବନ ଚ୍ଛକ, ରବି ଟକିଜ ଛକ, କଳ୍ପନା ଚ୍ଛକ, ବେହେରା ସାହି ଛକ, ରସୁଲଗଡ ଛକ ଓ଼ ଆଇଗିଣିଆ ଚ୍ଛକ ଆଦି ଭୁବନେଶ୍ବରର ବିଭିନ୍ନ ସ୍ଥାନ ବୁଲି ଦେଖିବା ସହ ସ୍ଥିତି ଅନୁଧ୍ୟାନ କରିଛନ୍ତି। ସେ ପ୍ରଶାସନ ଏବଂ ବରିଷ୍ଠ ପୁଲିସ୍ ଅଧିକାରୀଙ୍କ ସହ ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ସମ୍ପର୍କରେ ସେ ଆଲୋଚନା କରିଛନ୍ତି। ଏହି ପରିଦର୍ଶନ ସମୟରେ ପୁଲିସ କମିଶନର ଏସ ପ୍ରିୟଦର୍ଶୀ, ପୂର୍ତ ସଚିବ ଭି ଭି ଯାଦବ, ବିଏମ୍ସି କମିଶନର କୁଳାଙ୍ଗେ ପ୍ରମୁଖ ଉପସ୍ଥିତ ଥିଲେ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post