ପୂର୍ବତନ ଭଟଲି ବିଧାୟକ ସୁଶାନ୍ତ ସିଂ ଗୁରୁତର ଅସୁସ୍ଥ

ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ଭଟଲି ବିଧାୟକ ସୁଶାନ୍ତ ସିଂ ଗୁରୁତର ଅସୁସ୍ଥ ହୋଇପଡ଼ିଛନ୍ତି । ତାଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ ରହିଛି । ଏନେଇ ତାଙ୍କୁ ବରଗଡ଼ ସହର ସ୍ଥିତ ଏକ ଘରୋଇ ହସ୍ପିଟାଲ ରୁ ଭୂବନେଶ୍ବର ଅଭିମୁଖେ ଅଣାଯାଇଛି ।  ଭୂବନେଶ୍ବରରେ ଥିବା ଏକ ଘରୋଇ ହସ୍ପିଟାଲକୁ ନିଆଯାଉଥିବା ଜଣାପଡିଛି । ତାଙ୍କୁ ବରଗଡର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ।