କଟକ: ଓଡ଼ିଶା କ୍ରିକେଟ ଆସୋସିଏସନର ପୂର୍ବତନ ଯୁଗ୍ମ ସମ୍ପାଦକ ସତ୍ୟବ୍ରତ ବେହେରାଙ୍କ ପରଲୋକ । ସତ୍ୟବ୍ରତ କଟକ ଜିଲ୍ଲା କ୍ରିକେଟ ସଂଘ ସଭାପତି ଭାବେ ଦୀର୍ଘ ବର୍ଷ ଧରି ଦକ୍ଷତାର ସହ କାର୍ଯ୍ୟ କରିଥିଲେ। ଅନେକ ଉଦିୟମାନ କ୍ରିକେଟ ପ୍ରତିଭାଙ୍କୁ ସାମ୍ନାକୁ ଆଣିବାରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା । ଓସିଏର ପୂର୍ବତନ ସମ୍ପାଦକ ଆର୍ଶୀବାଦ ବେହେରାଙ୍କ ବଡ଼ ପୁଅ ହେଉଛନ୍ତି ସତ୍ୟବ୍ରତ। ତାଙ୍କ ସାନ ଭାଇ ସଞ୍ଜୟ ବେହେରା ଏବେ ଓସିଏର ସମ୍ପାଦକ ଦାଇତ୍ୱରେ ରହିଛନ୍ତି। ଗତ ସପ୍ତାହେ ତଳେ ବ୍ରେନ ଷ୍ଟ୍ରୋକ ରେ ପୀଡିତ ହୋଇ ସିଡିଏର ଏକ ଘରୋଇ ହସ୍ପିଟାଲର ICU ଭେଣ୍ଟିଲେଟରରେ ଚିକିତ୍ସିତ ହେଉଥିଲେ।
Trending
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ