ଭୁବନେଶ୍ବର: ଘରୋଇ ଓଡ଼ିଆ ମାଧ୍ୟମ ବିଦ୍ୟାଳୟର ପିଲାଙ୍କୁ ବି ମିଳିବ ମାଗଣା ପାଠ୍ୟପୁସ୍ତକ । 5T ଉପକ୍ରମରେ ଘରୋଇ ତଥା ଅଣଅନୁଦାନପ୍ରାପ୍ତ ଓଡିଆ ମାଧ୍ୟମ ବିଦ୍ୟାଳୟର ପିଲାଙ୍କୁ ମାଗଣା ପାଠ୍ୟପୁସ୍ତକ ପ୍ରଦାନ କରାଯିବ ।ଏନେଇ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତା ଶିକ୍ଷା ବର୍ଷରୁ ଏହା କାର୍ଯ୍ୟକାରୀ ହେବ । ଘରୋଇ ସ୍କୁଲର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନଙ୍କୁ ମାଗଣା ପାଠ୍ୟପୁସ୍ତକ ପ୍ରଦାନ କରିବେ ରାଜ୍ୟ ସରକାର । ଏହା ଦ୍ବାରା ରାଜ୍ୟର ୩୬୨୦ଟି ଘରୋଇ ସ୍କୁଲର ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ