ଭୁବନେଶ୍ବର: ଆଜି ଗଞ୍ଜାମ ଜିଲ୍ଲାର ବାଲାଜୀ ବିଦ୍ୟାପୀଠରେ ହେବାକୁ ଥିବା ସଭାରେ ଯୋଗଦେବାକୁ ଭୁବନେଶ୍ବରରୁ ଯିବେ ବୋଲି କହିଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଡିଜିପି, ମୁଖ୍ୟ ଶାସନ ସଚିବ, ବିଧାନସଭା ସଚିବ, ଖୋର୍ଦ୍ଧା ଏବଂ ଗଞ୍ଜାମ ଏସ୍ପିଙ୍କୁ ଏନେଇ ସୁରକ୍ଷା ଦେବାକୁ ସେ କହିଥିବା ପ୍ରେସ ମିଟ୍ କରି କହିଛନ୍ତି । ଶ୍ରୀ ପାଣିଗ୍ରାହୀ କହିଛନ୍ତି ବିଧାୟକ ଭାବେ ଏହି କାର୍ଯ୍ୟକ୍ରମରୁ ମୋତେ ଦୂରେଇ ରଖିବାକୁ ଗଞ୍ଜାମରେ କିଛି ଲୋକ ଚକ୍ରାନ୍ତ କରୁଛନ୍ତି ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ