ସ୍ୱାଧୀନତା ଦିବସ ଶୁକ୍ରବାର । ଏହି ଅବସରରେ ରାଜଧାନୀ ଭୁବନେଶ୍ୱର ସମେତ ଅନ୍ୟ ସ୍ଥାନରେ କିଏ କେଉଁଠି ପତାକା ଉତ୍ତୋଳନ କରିବେ ଜାଣନ୍ତୁ..
ଭୁବନେଶ୍ୱରରେ ପତାକା ଉତ୍ତୋଳନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କେନ୍ଦୁଝରରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ, କଟକରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ସମ୍ବଲପୁର ସୁରେଶ ପୂଜାରୀ, ବଲାଙ୍ଗୀର ରବି ନାଏକ, କଳାହାଣ୍ଡି ନିତ୍ୟାନନ୍ଦ ଗଣ୍ଡ, କନ୍ଧମାଳ କୃଷ୍ଣଚନ୍ଦ୍ର ପାତ୍ର, ପୁରୀରେ ପୃଥ୍ୱୀରାଜ ହରିଚନ୍ଦନ, ସୁନ୍ଦରଗଡରେ ମୁକେଶ ମହାଲିଙ୍ଗ, ଗଜପତି ବିଭୂତି ଭୂଷଣ ଜେନା, ଭଦ୍ରକ କୃଷ୍ଣଚନ୍ଦ୍ର ମହାପାତ୍ର, ନବରଙ୍ଗପୁର ଗଣେଶ ରାମ ସିଂଖୁଣ୍ଟିଆ, ସୁବର୍ଣ୍ଣପୁର ସୂର୍ଯ୍ୟବଂଶୀ ସୂରଜ, ଅନୁଗୁଳ ପ୍ରଦୀପ ବଳସାମନ୍ତ, ରାୟଗଡା ଗୋକୁଳାନନ୍ଦ ମଲ୍ଲିକ, ମୟୁରଭଞ୍ଜରେ ସମ୍ପଦ ଚନ୍ଦ୍ର ସ୍ୱାଇଁ ପତାକା ଉତ୍ତୋଳନ କରିବେ ।
Trending
- ଚୌଦ୍ବାର ଜେଲ୍ରୁ ଦୁଇ ହାର୍ଡକୋର କଏଦୀ ଫେରାର
- ପେଶାୱରରେ ବୋମା ବିସ୍ପୋରଣ, ୯ ମୃତ
- ଟିକସ ହସ୍ତାନ୍ତର ବାବଦରେ ଓଡିଶାକୁ ଆଗୁଆ ୪୬୦୧ କୋଟି
- ସ୍ୱଦେଶୀ ପ୍ଲାଟଫର୍ମ ଏବଂ ସେବା ବ୍ୟବହାର ଦିଗରେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ
- ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ , ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
- ସରକାରଙ୍କ ବିଫଳତା ନେଇ ଜନସଚେତନତା ସୃଷ୍ଟି କରିବ ବିଜେଡି
- ରାଜଧାନୀ ଭୁବନେଶ୍ବରରେ ୭ଟି ସ୍ଥାନରେ ହେବ ରାବଣ ପୋଡି
- ରାଜ୍ୟରେ ସରକାରୀ ଚାକିରି ବିକ୍ରୀ ହେବାରେ ଲାଗିଛି
- ପ୍ରଥମ ଥର ପାଇଁ ଭାରତ ମାତାର ପ୍ରତିଛବି ଥିବା ସ୍ମାରକୀ ମୁଦ୍ରା ଉନ୍ନୋଚିତ
- ଓଡ଼ିଶାର ୬ଟି ସ୍ଥାନରେ ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ ମିଳିଲା ମଞ୍ଜୁରୀ
Next Post