ସ୍ୱାଧୀନତା ଦିବସ ଶୁକ୍ରବାର । ଏହି ଅବସରରେ ରାଜଧାନୀ ଭୁବନେଶ୍ୱର ସମେତ ଅନ୍ୟ ସ୍ଥାନରେ କିଏ କେଉଁଠି ପତାକା ଉତ୍ତୋଳନ କରିବେ ଜାଣନ୍ତୁ..
ଭୁବନେଶ୍ୱରରେ ପତାକା ଉତ୍ତୋଳନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କେନ୍ଦୁଝରରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ, କଟକରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ସମ୍ବଲପୁର ସୁରେଶ ପୂଜାରୀ, ବଲାଙ୍ଗୀର ରବି ନାଏକ, କଳାହାଣ୍ଡି ନିତ୍ୟାନନ୍ଦ ଗଣ୍ଡ, କନ୍ଧମାଳ କୃଷ୍ଣଚନ୍ଦ୍ର ପାତ୍ର, ପୁରୀରେ ପୃଥ୍ୱୀରାଜ ହରିଚନ୍ଦନ, ସୁନ୍ଦରଗଡରେ ମୁକେଶ ମହାଲିଙ୍ଗ, ଗଜପତି ବିଭୂତି ଭୂଷଣ ଜେନା, ଭଦ୍ରକ କୃଷ୍ଣଚନ୍ଦ୍ର ମହାପାତ୍ର, ନବରଙ୍ଗପୁର ଗଣେଶ ରାମ ସିଂଖୁଣ୍ଟିଆ, ସୁବର୍ଣ୍ଣପୁର ସୂର୍ଯ୍ୟବଂଶୀ ସୂରଜ, ଅନୁଗୁଳ ପ୍ରଦୀପ ବଳସାମନ୍ତ, ରାୟଗଡା ଗୋକୁଳାନନ୍ଦ ମଲ୍ଲିକ, ମୟୁରଭଞ୍ଜରେ ସମ୍ପଦ ଚନ୍ଦ୍ର ସ୍ୱାଇଁ ପତାକା ଉତ୍ତୋଳନ କରିବେ ।
Trending
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
Next Post