ଜୟନାରାୟଣଙ୍କ ବିବାଦୀୟ ବୟାନକୁ ନେଇ ଭିନ୍ନ ଭିନ୍ନ ରାଜନୈତିକ ଦଳ ପ୍ରତିକ୍ରିୟା ରଖିଛନ୍ତି । ତେବେ କେବଳ ସମ୍ବଲପୁରରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି ହୋଇନାହିଁ ସାରା ରାଜ୍ୟରେ ଏନେଇ ଆଲୋଚନା ଚାଲିଛି । ଜୟନାରାୟଣ ମିଶ୍ର ବିବାଦୀୟ ବୟାନ ଦେବା ତାଙ୍କ ଅଭ୍ୟାସ ବୋଲି ବିଜେଡି କହିଛି । ସ୍ବତନ୍ତ୍ର ଉତ୍କଳ ଗଠନକୁ ଐତିହାସିକ ଭୁଲ ବୋଲି କହିବା ଆଦୌ ଗ୍ରହଣୀୟ ନୁହେଁ ବୋଲି କହିଛନ୍ତି ସମ୍ବଲପୁରର ବୁଦ୍ଧିଜୀବୀ । ଜୟନାରୟଣ ସମ୍ବଲପୁରର ବିଧାୟକ ହୋଇ ବି ବିଧାନସଭାରେ ସମ୍ବଲପୁର କଥା ପ୍ରତିଫଳିତ ହୋଇପାରୁନି ବୋଲି ବୁଦ୍ଧିଜୀବୀ ଅଭିଯୋଗ କରିଛନ୍ତି । ବିଧାୟକଙ୍କ ମୁହଁରୁ ଏଭଳି କଥା ଶୋଭାପାଉନାହିଁ ବୋଲି କହିଛନ୍ତି ସମ୍ବଲପୁରବାସୀ ।
Trending
- ରାଜ୍ୟ କ୍ୟାବିନେଟ ବୈଠକ – ୪ଟି ବିଭାଗର ୫ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ
- ବିହାରରେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ସମସ୍ତେ ଚେଷ୍ଟା ଚଳାଇଛି ବିଜେପି , ଦିନକରେ ତିିନି ସ୍ଥାନରେ ଅମିତ ଶାହଙ୍କ ପ୍ରଚାର
- ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାର ତତ୍ପର – ସୁରେଶ ପୂଜାରୀ
- ଓଡ଼ିଶାର ସର୍ବବୃହତ ପ୍ରେକ୍ଷାଳୟ ‘କଳାମଣ୍ଡଳ’ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
- “ଯେତେବେଳେ ମୋବାଇଲ୍ ଫୋନ୍ ଥାଏ, ବିହାରକୁ ଲଣ୍ଠନର ଆବଶ୍ୟକତା ନାହିଁ – ପ୍ରଧାନମନ୍ତ୍ରୀ ମୋଦୀ
- ଗିରଫ ବିକ୍ରମ ପଣ୍ଡାଙ୍କ ପାଇଁ କୋର୍ଟରେ ୪୪ ଜଣ ଓକିଲ ଲଢ଼ିବେ
- ନୂଆପଡା ଲଢେଇରେ କେଉଁ ପ୍ରାର୍ଥୀ ଆଗରେ ?
- ନୂଆପଡା ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ଆମ ସମସ୍ତଙ୍କୁ ପ୍ରଭାବିତ କରିଛି
- ରାଜ୍ୟର ଶାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଥିବା ବେଳେ ବିଜେପି ଆକ୍ରୋଶମୂଳକ ରାଜନୀତି ଆରମ୍ଭ କରିଛି: ବିଜେଡି
- ରାଜ୍ୟରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା