ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମ୍ରେ ଚାଲିଥିବା ହକି ଇଣ୍ଡିଆ ଲିଗ୍ରେ ଓଡ଼ିଶାର ଦଳ ବେଦାନ୍ତ କଳିଙ୍ଗ ଲାନ୍ସର୍ସ ଦ୍ବିତୀୟ ବିଜୟ ପାଇଛି। ଗୁରୁବାର ନିଜର ପଞ୍ଚମ ମ୍ୟାଚ୍ରେ ଏହି ଘରୋଇ ଦଳ ୨-୧ ଗୋଲ୍ରେ ଓଡ଼ିଆ ଶିଳ୍ପପତି ତାରିଣୀ ପ୍ରସାଦ ମହାନ୍ତିଙ୍କ ମାଲିକାନାରେ ଥିବା ଟିମ୍ ଗୋନାସିକାକୁ ହରାଇଛି। ଏହି ବିଜୟ ସହ କଳିଙ୍ଗ ଦଳ ଟେବୁଲ୍ର ତୃତୀୟ ସ୍ଥାନକୁ ଉଠିଛି।
Trending
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
- ଦିଲ୍ଲୀରେ ଖୁବ୍ ଜୋର୍ରେ ବର୍ଷା , ତଳିଆ ଅଞ୍ଚଳ ଆଣ୍ଠୁଏ ପାଣି
- ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଏମ୍ସିର କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
- ବନ୍ଧା ହେଲେ ଡିଏଫ୍ଓ ବାବୁ