ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମ୍ରେ ଚାଲିଥିବା ହକି ଇଣ୍ଡିଆ ଲିଗ୍ରେ ଓଡ଼ିଶାର ଦଳ ବେଦାନ୍ତ କଳିଙ୍ଗ ଲାନ୍ସର୍ସ ଦ୍ବିତୀୟ ବିଜୟ ପାଇଛି। ଗୁରୁବାର ନିଜର ପଞ୍ଚମ ମ୍ୟାଚ୍ରେ ଏହି ଘରୋଇ ଦଳ ୨-୧ ଗୋଲ୍ରେ ଓଡ଼ିଆ ଶିଳ୍ପପତି ତାରିଣୀ ପ୍ରସାଦ ମହାନ୍ତିଙ୍କ ମାଲିକାନାରେ ଥିବା ଟିମ୍ ଗୋନାସିକାକୁ ହରାଇଛି। ଏହି ବିଜୟ ସହ କଳିଙ୍ଗ ଦଳ ଟେବୁଲ୍ର ତୃତୀୟ ସ୍ଥାନକୁ ଉଠିଛି।
Trending
- ଗୁରୁବାର ପାଇଁ ସରିଲା ରଥଟଣା,ନନ୍ଦିଘୋଷ ରଥ ଚକେ ଗଡ଼ିଲା
- ବିନା ଟାହିଆରେ ବଡ଼ଦାଣ୍ଡକୁ ଓହ୍ଲାଇଲେ କାଳିଆ ସାଆନ୍ତ,ଚାରିଆଡ଼େ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି
- ରଥଯାତ୍ରାରେ ଅଘଟଣ , ମରିଚିକୋଟ ଛକରେ ଦଳାଚକଟାରେ ଜଣେ ମୃତ,150 ଆହତ
- ଦନ୍ଦିଘୋଷ ରଥରେ ବିରାଜମାନ କାଳିଆ ସାଆନ୍ତ, କଳା ଶ୍ରୀମୁଖକୁ ଚାହିଁ ଭାବ ବିହ୍ବଳ ହେଉଛନ୍ତି ଭକ୍ତ
- ସୁଦର୍ଶନଙ୍କ ପହଣ୍ଡି ପଛକୁ ପଛ ଆରମ୍ଭ ହୋଇଛି ପ୍ରଭୁ ଶ୍ରୀବଳଭଦ୍ରଙ୍କ ଗୋଟି ପହଣ୍ଡି ,ଅପେକ୍ଷାରତ ତାଳଧ୍ବଜରେ ହେଲେ ରଥାରୂଢ
- ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ପହଣ୍ଡି ବିଜେ
- ଆସନ୍ତାକାଲି ସକାଳ ସୁଦ୍ଧା ପୁରୀର କେତେକ ଅଞ୍ଚଳରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା,ପୁରୀକୁ ରେଡ ୱାର୍ଣ୍ଣିଂ ଜାରି
- ନୋଏଡା ମମୁରା ଗାଁରେ ଏକ ବହୁ ମହଲା ବିଲିଡିଂରେ ଭୟଙ୍କର ଅଗ୍ନିକାଣ୍ଡ,୨ ମୃତ
- ପାରାଦୀପ-ହରିଦାସପୁର ରେଳଲାଇନର ହେବ ଦୋହରୀକରଣ
- ଆସନ୍ତାକାଲି ପବିତ୍ର ଘୋଷଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ପ୍ରକାଶ ପାଇଛି,୪ଟାରୁ ଆରମ୍ଭ ହେବ ରଥଟଣା