ଭୁବନେଶ୍ବର: ଓଡ଼ିଆ ଜାଭେଲିନ୍ ଖେଳାଳି କିଶୋର କୁମାର ଜେନା ଶ୍ରୀଲଙ୍କାରେ ଚାଲିଥିବା ଜାତୀୟ ଦୌଡ଼କୁଦ ପ୍ରତିଯୋଗିତାରେ ସ୍ବର୍ଣ୍ଣ ପଦକ ଜିତିବା ସହ ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନ ଦେଇଛନ୍ତି। ଶୁକ୍ରବାର କଲମ୍ବୋରେ ଶେଷ ହୋଇଥିବା ପୁରୁଷ ଜାଭେଲିନ୍ରେ କିଶୋର ୮୪.୩୮ ମିଟର ଫିଙ୍ଗିବା ସହ ଏହି ସଫଳତା ପାଇଥିଲେ। ତାଙ୍କ ପଛକୁ ଅନ୍ୟତମ ଭାରତୀୟ ଶିବପାଲ୍ସିଂହ ୭୭.୩୬ ମିଟର ସହ ରୌପ୍ୟ ପଦକ ଜିତିଛନ୍ତି। କିଶୋରଙ୍କ ଏହି ପ୍ରଦର୍ଶନ ତାଙ୍କୁ ବିଶ୍ବ ତାଲିକାର ଦଶମ ସ୍ଥାନରେ ପହଞ୍ଚାଇଛି। ଏପରିକି ଏସିଆରେ ଅଲମ୍ପିକ୍ ସ୍ବର୍ଣ୍ଣ ପଦକ ବିଜେତା ନୀରଜ ଚୋପ୍ରା (୮୮.୬୭ ମିଟର) ଙ୍କ ପଛକୁ ଦ୍ବିତୀୟ ସ୍ଥାନରେ ଅଛନ୍ତି। କିଶୋରଙ୍କ ଶ୍ରୀଲଙ୍କା ଚମକ ପରେ ତାଙ୍କୁ ଅଲିମ୍ପିକ୍ ବିଜେତା ନୀରଜ ଚୋପ୍ରା ଅଭିନନ୍ଦନ ଜଣାଇଛନ୍ତି। ଟ୍ବିଟର୍ ହ୍ୟାଣ୍ଡ୍ରେ ନିରଜ ଲେଖିଛନ୍ତି ‘ଗୁଡ୍ ଥ୍ରୋ କିଶୋର, କିପ୍ ଗୋଇଙ୍ଗ୍’।
Trending
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
Prev Post