ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମ ପରେ ଖୁବ୍ ଶୀଘ୍ର ଆରମ୍ଭ ହେବ ମେଟ୍ରୋ କାମ
ବିକଶିତ ଓଡ଼ିଶା-୨୦୩୬ ପରିକଳ୍ପନା ସତ କରିବାକୁ ଓଡ଼ିଶାକୁ ବାରମ୍ବାର ଗସ୍ତ କରୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପଞ୍ଚମ ଥର ପାଇଁ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସୁଛନ୍ତି। ଆଜି ଏଭଳି ଟିପ୍ପଣୀ ଦେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର।