ରାହୁଲ ଗାନ୍ଧୀଙ୍କ ସଦସ୍ୟତା ରଦ୍ଦ ନେଇ କଂଗ୍ରେସର ବିକ୍ଷୋଭ

ରାହୁଲ ଗାନ୍ଧୀଙ୍କ ସଦସ୍ୟତା ରଦ୍ଦ ନେଇ କଂଗ୍ରେସର ବିକ୍ଷୋଭ ।  ଏଜି ଛକରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ ଚାଲିଥିବା ବେଳେ ଘଟଣାସ୍ଥଳରୁ କଂଗ୍ରେସର ବରିଷ୍ଠ ନେତାଙ୍କୁ ଉଠାଇ ନେଇଥିଲା ପୋଲିସ ।  ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସହ ବିଧାୟକ ସୁର ରାଉତରାୟଙ୍କୁ ପୁଲିସ ଉଠାଇନେଇଥିଲା ।
କଂଗ୍ରେସର ଏସି, ଏସଟି , ଓବିସି ଓ ପଛୁଆ ବର୍ଗ ମୋର୍ଚ୍ଚା ପକ୍ଷରୁ ଏଜି ଛକରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ରାହୁଲ ଗାନ୍ଧୀଙ୍କ ସଂସଦ ପଦ ରଦ୍ଦ ନେଇ ମୋଦୀ ସରକାରଙ୍କୁ ବିରୋଧରେ ଧାରଣା ଦେଉଥିଲା କଂଗ୍ରେସ।