ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ୧୦୮ଟି ପ୍ରସଙ୍ଗକୁ ନେଇ ରାଜ୍ୟ ବିଜେପି ପ୍ରସ୍ତୁତ କରିଛି ଚାର୍ଜସିଟ । ୫-ଟି ସଚିବଙ୍କ ଜିଲ୍ଲା ଗସ୍ତ ପ୍ରସଙ୍ଗ ଚାର୍ଜସିଟରେ ରହିବ । ଚାର୍ଜସିଟକୁ ନେଇ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଛନ୍ତି ଯେ ସଚିବ କେଉଁ କ୍ଷମତାରେ ଜିଲ୍ଲା ଜିଲ୍ଲା ବୁଲୁଛନ୍ତି । ସରକାରଙ୍କ ବିଫଳତା, ଦୁର୍ନୀତିରେ ଲିପ୍ତ ରହିବା ପ୍ରସଙ୍ଗ ଚାର୍ଜସିଟରେ ରହିବ । କୋଇଲା ଦୁର୍ନୀତି ଠାରୁ ଆରମ୍ଭ କରି ଲୁହା ଦୁର୍ନୀତି, ପୁରୀ ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ଭଳି ପ୍ରସଙ୍ଗ ସହ ୧୦୮ ଦଫା ଚାର୍ଜସିଟ୍ ତିଆରି କରିଛି ବିଜେପି । ତେବେ ଏହାକୁ ନେଇ ବିଜେଡି ଉତ୍ତର ରଖିଛି । ବିଜେପି ଲୋକଙ୍କ ସମର୍ଥନ ପାଉନାହିଁ । ଖାଲି ମିଛରେ ଏମିତି ଅଭିଯୋଗ ଆଣୁଛି । ଏହାର ପ୍ରଭାବ କିଛି ପଡିବ ନାହିଁ । ମୁଖ୍ୟମନ୍ତ୍ରୀଙ୍କୁ ଓଡ଼ିଶାର ଲୋକେ ବହୁତ ଭଲ ପାଆନ୍ତି । ଆଗାମୀ ନିର୍ବାଚନରେ ବିଜେଡି ପୁଣି ସରକାର ଗଠନ କରିବ । ବିଜେପି ସେମିତି ଦିବା ସ୍ବପ୍ନ ଦେଖୁଥିବ ବୋଲି କହିଛି ବିଜେଡି ।
Trending
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
Prev Post
Next Post