ନିକଟରେ ବିଜୁ ଜନତା ଦଳରେ ଯୋଗ ଦେଇଥିବା ଯୁବ ସମାଜସେବୀ ମିହିର ରାୟଙ୍କୁ “ଓଡ଼ିଶା ମୋ ପରିବାର”ର ନୂତନ ରାଜ୍ୟ ସଂଯୋଜକ ଭାବେ ନିଯୁକ୍ତି ଦିଆଯାଇଛି। ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ “ଓଡ଼ିଶା ମୋ ପରିବାର”ର ଆବାହକ ଅରୂପ ପଟ୍ଟନାୟକ ଶ୍ରୀ ରାୟଙ୍କୁ ଏହି ଦାୟିତ୍ଵ ପ୍ରଦାନ କରିଛନ୍ତି।ଉଲ୍ଲେଖଯୋଗ୍ୟ ଯେ ଶ୍ରୀ ରାୟ ପ୍ରାୟ ୨୫ ବର୍ଷ ଧରି ଟାଇମ୍ସ ଅଫ୍ ଇଣ୍ଡିଆ ଓ ଏସିଆନ ଏଜ୍ ଭଳି ପ୍ରମୁଖ ଇଂରାଜୀ ସମ୍ବାଦପତ୍ରର ପଶ୍ଚିମ ଓଡିଶା ପ୍ରତିନିଧି ଭାବେ କାର୍ଯ୍ୟ କରିବା ସହ ରାଉରକେଲାର ବିଭିନ୍ନ ସାମାଜିକ, ସାଂସ୍କୃତିକ ଓ କ୍ରୀଡ଼ା ସଂଗଠନ ସହ ସଂଯୁକ୍ତ ରହି ନିଜକୁ ସକ୍ରିୟ ଭାବେ ସମାଜସେବାରେ ନିୟୋଜିତ କରିଥିଲେ।
Trending
- ୮ମ ବେତନ କମିଶନକୁ ଅନୁମୋଦନ
- ଜିରୋ କାଜୁଆଲିଟି ସରକାରଙ୍କ ଲକ୍ଷ୍ୟ , ପ୍ରଥମ ଓ ଦ୍ୱିତୀୟ ଦିନରେ ୫ଟି ଜିଲ୍ଲା ପ୍ରଭାବିତ ହେବ – ମୁଖ୍ୟମନ୍ତ୍ରୀ
- ଭୟ ନକରି ସତର୍କ ରୁହନ୍ତୁ, ଆମେ ଏକାଠି ବାତ୍ୟାର ମୁକାବିଲା କରିବା – ନବୀନ
- ଛଠ ପୂଜା କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବର୍ତ୍ତମାନ ମୋନ୍ଥା ଗୋପାଳପୁର ଠାରୁ ୫୫୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗରେ ରହିଛି
- ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା
- ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ୮ ଜିଲାରେ ସ୍କୁଲ ଛୁଟି ଘୋଷଣା
- ବାତ୍ୟାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି, ମଧ୍ୟାହ୍ନରୁ ବର୍ଷା, ପବନ ଲାଗିରହିଛି
- ସରକାର ଗଢ଼ିବା ପାଇଁ ଭୋଟରଙ୍କୁ ପ୍ରତିଦିନ ଲୋଭ ଦେଖାଉଛନ୍ତି ତେଜସ୍ବୀ
- ନୂଆପଡ଼ାରେ ତିନି ପ୍ରମୁଖ ରାଜନୈତିକ ଦଳଙ୍କ ଫୋକସରେ ଚାଷୀ, ମହିଳା
Prev Post